ଆମେରିକା ରାଷ୍ଟ୍ରପତି ଏବଂ ଉପରାଷ୍ଟ୍ରପତିଙ୍କୁ ପୁରୀ ବେଳାଭୂମିରେ ବାଲୁକାକଳା ଜରିଆରେ ଶୁଭେଚ୍ଛା
ଆସନ୍ତାକାଲି ଆମେରିକାର ନୂତନ ରାଷ୍ଟ୍ରପତି ଭାବେ ଜୋ ବାଇଡେନ ଏବଂ ଉପରାଷ୍ଟ୍ରପତି ଭାବେ କମଲା ହାରିସ୍ ଶପଥ ଗ୍ରହଣ କରିବେ । ଏହି ଅବସରରେ ତାଙ୍କୁ ବାଲୁକାକଳା ଜରିଆରେ ଶୁଭେଚ୍ଛା ଜଣାଇଛନ୍ତି ବିଶିଷ୍ଟ ବାଲୁକାଶିଳ୍ପୀ...