ବାଲିମେଳା NAC ଏବଂ ମାଲକାନଗିରି ମ୍ୟୁନିସିପାଲିଟି ଲକ୍ଡାଉନ୍
ମାଲକାନଗିରି ମ୍ୟୁନିସିପାଲିଟି ଓ ବାଲିମେଳା NACକୁ ସମ୍ପୂର୍ଣ୍ଣ ଭାବେ ଲକ୍ଡାଉନ୍ କରାଯାଇଛି। ଆସନ୍ତାକାଲି ମଧ୍ୟରାତ୍ରରୁ ୧୯ ତାରିଖ ମଧ୍ୟରାତ୍ର ପର୍ଯ୍ୟନ୍ତ ଲକ୍ଡାଉନ୍ ନେଇ ଘୋଷଣା ହୋଇଛି। ଆଜି ଜିଲ୍ଲାରୁ ୩୬ କରୋନା ଆକ୍ରାନ୍ତ ଚିହ୍ନଟ...