ଆମେରିକା ରାଷ୍ଟ୍ରପତିଙ୍କ ସାନ ଭାଇ ରୋବର୍ଟ ଟ୍ରମ୍ପଙ୍କ ପରଲୋକ
ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସାନ ଭାଇ ତଥା ଆମେରିକାର ପ୍ରତିଷ୍ଠିତ ବ୍ୟବସାୟୀ ରୋବର୍ଟ ଟ୍ରମ୍ପଙ୍କ ଦେହାନ୍ତ ହୋଇଛି। ନ୍ୟୁୟର୍କର ଏକ ହସ୍ପିଟାଲ୍ରେ ଚିକିତ୍ସାଧୀନ ଅବସ୍ଥାରେ ଶନିବାର ରାତିରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି...